Jeremiah 13:7 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଫରାତ୍ ନଦୀ ନିକଟକୁ ୟାଇ ସହେି ପଥର ତଳ ଖାେଳି ଲୁଚାଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ! ତାହା ସୂର୍ଣ୍ଣ ନଷ୍ଟ ହାଇୟୋଇଥିଲା, ତାହା ପିନ୍ଧିବା ଯୋଗ୍ଯ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଥର ତଳ ଖୋଳି ଲୁଗ୍ଭଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ! ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା, ତାହା ପିନ୍ଧିବା ଯୋଗ୍ୟ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।