Jeremiah 13:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ଯେପରି ପଟୁକା ଧ୍ବଂସ ପାଇଲା ସହେିପରି ଆମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଯେପରି ପଟୁକା ଧ୍ୱଂସ ପାଇଲା ସେହିପରି ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।