Jeremiah 14:1 — Compare Translations
5 translations compared side by side
Odia - 1840
"ଅନାବୃଷ୍ଟି ବିଷଯ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଅନାବୃଷ୍ଟି ଓ ମିଥ୍ୟା ଭବିଷ୍ୟଦ୍ବକ୍ତାଗଣ ଅନାବୃଷ୍ଟି ବିଷୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
Odia IRV 2017 (ଓଡିଆ ବାଇବେଲ)
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।