Jeremiah 14:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯିହୁଦା ବିଷଯ ରେ ଏହିକଥା କହନ୍ତି, ସମାନେେ ପ୍ରକୃତ ରେ ଆମ୍ଭକୁ ପରିତ୍ଯାଗ କରିବାକୁ ଭଲ ପାଆନ୍ତି। ସମାନେେ ନିଜକୁ ପରିତ୍ଯାଗ କରିବାକୁ ଭଲ ପାଆନ୍ତି। ସମାନେେ ନିଜକୁ ସେଥିରୁ ନିବୃତ୍ତ କରି ନାହାଁନ୍ତି। ତେଣୁ ସଦାପ୍ରଭୁ ସମାନଙ୍କେୁ ଗ୍ରହଣ କରିବେ ନାହିଁ। ସେ ସମାନଙ୍କେର ଅଧର୍ମ ସ୍ମରଣ କରିବେ ଓ ସମାନଙ୍କେୁ ସମସ୍ତ ପାପର ପ୍ରତିଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୁଦା ବିଷୟରେ ଏହିକଥା କହନ୍ତି, “ସେମାନେ ପ୍ରକୃତରେ ଆମ୍ଭକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ସେଥିରୁ ନିବୃତ୍ତ କରି ନାହାନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କୁ ଗ୍ରହଣ କରିବେ ନାହିଁ। ସେ ସେମାନଙ୍କର ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କୁ ସମସ୍ତ ପାପର ପ୍ରତିଫଳ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Odia IRV 2017 (ଓଡିଆ ବାଇବେଲ)