Jeremiah 14:11 — Compare Translations

5 translations compared side by side

Odia - 1840
"ଆହୁରି ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।