Jeremiah 14:12 — Compare Translations

5 translations compared side by side

Odia - 1840
"ଯିହୁଦା ନିବାସୀ ଉପବାସ କରି କାତର ପ୍ରାର୍ଥନା କରିବେ। ମାତ୍ର ଆମ୍ଭେ ସମାନଙ୍କେର ପ୍ରାର୍ଥନା ଶୁଣିବା ନାହିଁ। ସମାନେେ ହାମବେଳି ଓ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କଲେ ବି ଆମ୍ଭେ ତାହା ଗ୍ରହଣ କରିବା ନାହିଁ। କିନ୍ତୁ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ସମାନଙ୍କେୁ ସଂହାର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ନିବାସୀ ଉପବାସ କରି କାତର ପ୍ରାର୍ଥନା କରିବେ। ମାତ୍ର ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା ନାହିଁ। ସେମାନେ ହୋମବଳି ଓ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ବି ଆମ୍ଭେ ତାହା ଗ୍ରହଣ କରିବା ନାହିଁ। କିନ୍ତୁ ଆମ୍ଭେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Odia IRV 2017 (ଓଡିଆ ବାଇବେଲ)