Jeremiah 14:15 — Compare Translations

5 translations compared side by side

Odia - 1840
"ଏଣୁ ଯେଉଁ ଭବିଷ୍ଯଦବକ୍ତାମାନେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ଆମ୍ଭେ ସମାନଙ୍କେୁ ପ୍ ରରଣେ ନ କଲେ ହେଁ ସମାନେେ କହନ୍ତି, ଏ ଦେଶ ରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହବେ ନାହିଁ, ସହେିମାନଙ୍କ ବିଷଯ ରେ ସଦାପ୍ରଭୁ କହନ୍ତି,' ସହେି ଭବିଷ୍ଯଦବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ବାରା ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ଏହି ଦେଶରେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ନୋହିବ, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏ ଦେଶରେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେହିମାନଙ୍କ ବିଷୟରେ ସଦାପ୍ରଭୁ କହନ୍ତି, ‘ସେହି ଭବିଷ୍ୟ‌ଦ୍‌ବକ୍ତାମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।