Jeremiah 14:16 — Compare Translations

5 translations compared side by side

Odia - 1840
"ପୁଣି ଯେଉଁ ଲୋକମାନଙ୍କ ନିକଟରେ ସମାନେେ ଭବିଷ୍ଯତ୍ ବାକ୍ଯ ପ୍ରଚାର କରନ୍ତି। ସମାନେେ ଦୁର୍ଭିକ୍ଷ ଓ ଖଡ୍ଗ ହତେୁରୁ ୟିରୁଶାଲମର ସଡ଼କରେ ପକାଯିବେ। ଆଉ ସମାନଙ୍କେୁ ସମାନଙ୍କେର ସ୍ତ୍ରୀ ଏବଂ ସମାନଙ୍କେର ପୁତ୍ର କନ୍ଯାମାନଙ୍କୁ କବର ଦବୋକୁ କହେି ନ ଥିବେ। କାରଣ ଆମ୍ଭେ ସମାନଙ୍କେର ଦୁଷ୍ଟତା ସମାନଙ୍କେର ଉପ ରେ ଢ଼ାଳିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। ସେମାନେ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ ହେତୁରୁ ଯିରୁଶାଲମର ସଡ଼କରେ ପକାଯିବେ। ଆଉ ସେମାନଙ୍କୁ ସେମାନଙ୍କର ସ୍ତ୍ରୀ ଏବଂ ସେମାନଙ୍କର ପୁତ୍ରକନ୍ୟାମାନଙ୍କୁ କବର ଦେବାକୁ କେହି ନ ଥିବେ। କାରଣ ଆମ୍ଭେ ସେମାନଙ୍କର ଦୁଷ୍ଟତା ସେମାନଙ୍କର ଉପରେ ଢାଳିଦେବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।’”