Jeremiah 14:18 — Compare Translations

5 translations compared side by side

Odia - 1840
"ଆମ୍ଭେ ଯବେେ ବାହାର ହାଇେ କ୍ଷେତ୍ରକୁ ୟାଉଁ, ତବେେ ସଠାେ ରେ ଖଡ୍ଗାହତ ଲୋକଙ୍କୁ ଦେଖୁ। ପୁଣି ଯବେେ ନଗର ରେ ପ୍ରବେଶ କରୁ ତବେେ ସଠାେ ରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ। କାରଣ ଭବିଷ୍ଯତ୍ ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶ ରେ ଭ୍ରମଣ କରନ୍ତି, ସମାନେେ କିଛି ଜାଣନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ଼୍‍ଗହତ ଲୋକ! ପୁଣି, ଆମ୍ଭେ ଯେବେ ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ସେଠାରେ ‌‌ଖ‌ଡ଼୍‌ଗାହତ ଲୋକଙ୍କୁ ଦେଖୁ। ପୁଣି ଯେବେ ନଗରରେ ପ୍ରବେଶ କରୁ ତେବେ ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ। କାରଣ ଭବିଷ୍ୟ‌ଦ୍‌ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”