Jeremiah 14:19 — Compare Translations
5 translations compared side by side
Odia - 1840
"ଲୋକମାନେ କହନ୍ତି, ହେ ପରମେଶ୍ବର, ତୁମ୍ଭେ କ'ଣ ଯିହୁଦାକୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ? ତୁମ୍ଭେ କ'ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭମାନେେ ଆଉ ସୁସ୍ଥ ହାଇେ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭମାନେେ ଶାନ୍ତି ଚାହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭମାନେେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କବଳେ ଆଶଙ୍କା ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ⇧!
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Odia IRV 2017 (ଓଡିଆ ବାଇବେଲ)