Jeremiah 14:2 — Compare Translations
5 translations compared side by side
Odia - 1840
"ଯିହୁଦା ଶାେକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହାଇେଅଛନ୍ତି। ସମାନେେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ୟିରୁଶାଲମର ଲୋକମାନେ ସାହାୟ୍ଯ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ଶୋକ କରୁଅଛି ଓ ତହିଁର ନଗର-ଦ୍ଵାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ଵର ଊର୍ଦ୍ଧ୍ଵକୁ ଉଠିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦା ଶୋକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହୋଇଅଛନ୍ତି। ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ଯିରୁଶାଲମର ଲୋକମାନେ ସାହାଯ୍ୟ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ଶୋକ କରୁଅଛି ଓ ତହିଁର ନଗର ଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।