Jeremiah 14:20 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭମାନେେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ବୀକାର କରୁଅଛୁ। ହଁ, ଆମ୍ଭମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ଵୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭେମାନେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ। ହଁ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।