Jeremiah 14:21 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ଯାଖାନ କର ନାହିଁ। ଆପଣା ଗୌରବମଯ ସିଂହାସନର ଅପମାନ କର ନାହିଁ। ଆପଣା ଗୌରବମଯ ସିଂହାସନର ଅପମାନ କର ନାହିଁ। ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିଯମ ସ୍ମରଣ କର। ତୁମ୍ଭ କୃତ ସହେି ନିଯମ ଭଙ୍ଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ-ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ୟାଖାନ କର ନାହିଁ। ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ। ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ। ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିୟମ ସ୍ମରଣ କର। ତୁମ୍ଭ କୃତ ସେହି ନିୟମ ଭଙ୍ଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।