Jeremiah 14:3 — Compare Translations

5 translations compared side by side

Odia - 1840
"ସମାନଙ୍କେର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସମାନେେ ଜଳାଶଯ ନିକଟକୁ ୟାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ଯପାତ୍ର ଘନେି ଫରେି ଆସନ୍ତି। ସମାନେେ ଲଜ୍ଜିତ ଓ ଘବରା ହାଇେ ଆପଣା ଆପଣା ମସ୍ତକ ଢ଼ାଙ୍କନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି। ସେମାନେ ଲଜ୍ଜିତ ଓ ଘବରା ହୋଇ ଆପଣା ଆପଣା ମସ୍ତକ ଢାଙ୍କନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
Odia IRV 2017 (ଓଡିଆ ବାଇବେଲ)