Jeremiah 14:4 — Compare Translations
5 translations compared side by side
Odia - 1840
"ଦେଶ ରେ ଅନାବୃଷ୍ଟି ହତେୁ ଭୂମି ଫାଟି ୟିବାରୁ କୃଷକମାନେ ବିବ୍ରତ ଓ ଲଜ୍ଜିତ ହାଇେ ଆପଣା ଆପଣା ମସ୍ତକ ଢ଼ାଙ୍କିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶରେ ବୃଷ୍ଟି ନୋହିବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶରେ ଅନାବୃଷ୍ଟି ହେତୁ ଭୂମି ଫାଟି ଯିବାରୁ କୃଷକମାନେ ବିବ୍ରତ ଓ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାଙ୍କିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।