Jeremiah 14:5 — Compare Translations
5 translations compared side by side
Odia - 1840
"ଏପରିକି ହରିଣୀ ନବଜାତ ଶାବକକୁ ତୃଣ ଅଭାବରୁ ଛାଡ଼ି ଚାଲିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ହରିଣୀ ନବଜାତ ଶାବକକୁ ତୃଣ ଅଭାବରୁ ଛାଡ଼ି ଗ୍ଭଲିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।