Jeremiah 14:6 — Compare Translations
5 translations compared side by side
Odia - 1840
"ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ଯ ଗିରି ଉପ ରେ ଠିଆ ହାଇେ ଶୃଗାଳମାନଙ୍କ ପରି ବାଯୁ ସକାେଶ ଧକାନ୍ତି। ତୃଣ ନ ଥିବାରୁ ସମାନଙ୍କେ ଚକ୍ଷୁ କ୍ଷୀଣ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି। ତୃଣ ନ ଥିବାରୁ ସେମାନଙ୍କ ଚକ୍ଷୁ କ୍ଷୀଣ ହୁଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।