Jeremiah 14:7 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ଆମ୍ଭେମାନେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭେମାନେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାଶେ କାର୍ଯ୍ୟ କର ଓ ଆମ୍ଭମାନଙ୍କୁ ସାହାଯ୍ୟ କର। କାରଣ ଆମ୍ଭେମାନେ ବହୁବାର ତୁମ୍ଭକୁ ପରିତ୍ୟାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।