Jeremiah 14:8 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଇଶ୍ରାୟେଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧିଅରେ ପ୍ରବାସୀ ତୁଲ୍ଯ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ଯ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଇସ୍ରାଏଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ୟ ହେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?