Jeremiah 14:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ଜଣେ ଦ୍ବନ୍ଦ ରେ ପଡ଼ିଥିବା ମନୁଷ୍ଯ ତୁଲ୍ଯ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ଅଛ। ଆମ୍ଭମାନେେ ତୁମ୍ଭ ନାମ ରେ ଖ୍ଯାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ, ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ । ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜଣେ ଦ୍ୱନ୍ଦରେ ପଡ଼ିଥିବା ମନୁଷ୍ୟ ତୁଲ୍ୟ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ। ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।