Jeremiah 15:1 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।