Jeremiah 15:10 — Compare Translations

5 translations compared side by side

Odia - 1840
"ହେ ମାତା, ତୁମ୍ଭକୁ ଧିକ୍ ଯେ, ତୁମ୍ଭେ ମାେ ପରି ଏକ ୟୁଦ୍ଧ ଓ ବିବାଦର ମଣିଷକୁ ଜନ୍ମ ଦଇେଛ। ମୁଁ କାହାରିକୁ ଧାର ଦଇେ ନାହିଁ ଏବଂ କାହାଠାରୁ ଧାର କରି ନାହିଁ। କିନ୍ତୁ ତଥାପି ପ୍ରେତ୍ୟକକ ମାେତେ ଅଭିଶାପ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ଆମ୍ଭର ମାତଃ, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଶାପ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ପୁନର୍ବାର ପରମେଶ୍ୱରଙ୍କ ନିକଟରେ ଅଭିଯୋଗ ହେ ମାତା, ତୁମ୍ଭକୁ ଧିକ୍ ଯେ, ତୁମ୍ଭେ ମୋ’ ପରି ଏକ ଯୁଦ୍ଧ ଓ ବିବାଦର ମଣିଷକୁ ଜନ୍ମ ଦେଇଛ। ମୁଁ କାହାରିକୁ ଧାର ଦେଇ ନାହିଁ ଏବଂ କାହାଠାରୁ ଧାର କରି ନାହିଁ। କିନ୍ତୁ ତଥାପି ପ୍ରତ୍ୟେକ ମୋତେ ଅଭିଶାପ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)