Jeremiah 15:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ମଙ୍ଗଳ ନିମନ୍ତେ ତୁମ୍ଭର ଜୀବନ ଧାରଣ ରେ ଆମ୍ଭେ ତୁମ୍ଭକୁ ସବଳ କରିବା। ଆମ୍ଭେ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ଅବନତ କରାଇବା ପାଇଁ ଆଣିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହିଲେ, ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ମଙ୍ଗଳ ନିମନ୍ତେ ତୁମ୍ଭର ଜୀବନ ଧାରଣରେ ଆମ୍ଭେ ତୁମ୍ଭକୁ ସବଳ କରିବା। ଆମ୍ଭେ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ଅବନତ କରାଇବା ପାଇଁ ଆଣିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।