Jeremiah 15:12 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ତୁମ୍ଭେ ଜାଣ ଯେ, ଲୁହା ଭାଙ୍ଗିବା ଅସମ୍ଭବ। ନିର୍ଦ୍ଦିଷ୍ଟ ଭାବରେ ଉତ୍ତର ଦେଶୀଯ ଲୌହ ଓ ପିତ୍ତଳକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟକୁ ପରମେଶ୍ୱରଙ୍କ ଉତ୍ତର “ହେ ଯିରିମିୟ, ତୁମ୍ଭେ ଜାଣ ଯେ, ଲୁହା ଭାଙ୍ଗିବା ଅସମ୍ଭବ। ନିର୍ଦ୍ଦିଷ୍ଟ ଭାବରେ ଉତ୍ତର ଦେଶୀୟ ଲୌହ ଓ ପିତ୍ତଳକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?
Odia IRV 2017 (ଓଡିଆ ବାଇବେଲ)
ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?