Jeremiah 15:13 — Compare Translations

5 translations compared side by side

Odia - 1840
"ଯିହୁଦାର ଲୋକମାନଙ୍କର ବହୁ ଧନଭଣ୍ଡାର ଅଛି। ଆମ୍ଭେ ସମାନଙ୍କେର ଧନ ସତ୍ତି ଓ ଭଣ୍ଡାରଗୁଡ଼ିକୁ ବିନା ମୂଲ୍ଯ ରେ ଲୁଣ୍ଠିତ ହବୋକୁ ଦବୋ। କାରଣ ସମାନେେ ସମାନଙ୍କେର ପାପ ସମୂହର ଫଳ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ତାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନଙ୍କର ବହୁ ଧନଭଣ୍ଡାର ଅଛି। ଆମ୍ଭେ ସେମାନଙ୍କର ଧନ ସମ୍ପତ୍ତି ଓ ଭଣ୍ଡାରଗୁଡ଼ିକୁ ବିନା ମୂଲ୍ୟରେ ଲୁଣ୍ଠିତ ହେବାକୁ ଦେବା। କାରଣ ସେମାନେ ସେମାନଙ୍କର ପାପ ସମୂହର ଫଳ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।