Jeremiah 15:14 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁଗଣର ଅଜ୍ଞାତ ଏକ ଦେଶକୁ କ୍ରୀତଦାସ କରି ନଇୟିବୋ। କାରଣ କ୍ରୋଧାଗ୍ନି ପ୍ରଜ୍ଜ୍ବଳିତ ହାଇେଅଛି। ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁଗଣର ଅଜ୍ଞାତ ଏକ ଦେଶକୁ କ୍ରୀତଦାସ କରି ନେଇଯିବା। କାରଣ କ୍ରୋଧାଗ୍ନି ପ୍ରଜ୍ୱଳିତ ହୋଇଅଛି। ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।