Jeremiah 15:16 — Compare Translations
5 translations compared side by side
Odia - 1840
"ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ଵର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ୟ ଦ୍ୱାରା ମୋର ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।