Jeremiah 15:18 — Compare Translations

5 translations compared side by side

Odia - 1840
"ମାରେ ବଦନୋ ଚିରନ୍ତନ, ମାରେ କ୍ଷତ ଦୁରା ରୋଗ୍ଯ। ହେ ସଦାପ୍ରଭୁ, ତୁମ୍ଭେ ମାେ ପ୍ରତି ଅତ୍ଯନ୍ତ ପ୍ରବଞ୍ଚନା କରିଅଛ। ତେଣୁ ତୁମ୍ଭେ ଶୁଷ୍କ ଅସ୍ଥାଯୀ ନଦୀ ତୁଲ୍ଯ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ଵୀକାର କରେ କାହିଁକିଣ? ତୁମ୍ଭେ କି ମୋʼ ପ୍ରତି ନିତା; ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ମୋର ବେଦନା ଚିରନ୍ତନ, ମୋର କ୍ଷତ ଦୁରାରୋଗ୍ୟ। ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଅତ୍ୟନ୍ତ ପ୍ରବଞ୍ଚନା କରିଅଛ। ତେଣୁ ତୁମ୍ଭେ ଶୁଷ୍କ ଅସ୍ଥାୟୀ ନଦୀ ତୁଲ୍ୟ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
Odia IRV 2017 (ଓଡିଆ ବାଇବେଲ)
ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋ’ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?