Jeremiah 15:19 — Compare Translations
5 translations compared side by side
Odia - 1840
"ଏହାପ ରେ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯଦି ଫରେିବ ଓ ଆମ୍ଭର ସବୋ କରିବ, ତବେେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫରୋଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ଯହୀନ କଥା ନ କହି ମୂଲ୍ଯବାନ୍ କଥା କହିବ, ତବେେ ତୁମ୍ଭେ ଆମ୍ଭର ମୁଖ ସ୍ବରୂପ ହବେ। ସମାନେେ ତୁମ୍ଭ ପାଖକୁ ଫରେିଆସିବେ। ମାତ୍ର ତୁମ୍ଭେ ସମାନଙ୍କେ ପାଖକୁ ଫରେିୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେବେ ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯେବେ ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ⇧, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ଵରୂପ ହେବ; ସେମାନେ ତୁମ୍ଭ କତିକି ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ କତିକି ଫେରି ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯଦି ଫେରିବ ଓ ଆମ୍ଭର ସେବା କରିବ, ତେବେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫେରାଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ୟହୀନ କଥା ନ କହି ମୂଲ୍ୟବାନ୍ କଥା କହିବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ। ସେମାନେ ତୁମ୍ଭ ପାଖକୁ ଫେରି ଆସିବେ। ମାତ୍ର ତୁମ୍ଭେ ସେମାନଙ୍କ ପାଖକୁ ଫେରିଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”