Jeremiah 15:20 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ବରୂପ କରିବା। ସମାନେେ ତୁମ୍ଭ ସହ ୟୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜଯ କରିପାରିବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ସାହାୟ୍ଯ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା। ସେମାନେ ତୁମ୍ଭ ସହ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ସାହାଯ୍ୟ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।