Jeremiah 15:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଆମ୍ଭେ ଚାରି ପ୍ରକାର ରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା।' 'ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖଚେର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ଼୍‍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକି ସେମାନଙ୍କ ଉପରେ ନିଯୁକ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, ‘ଆମ୍ଭେ ଗ୍ଭରି ପ୍ରକାରରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା। ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପରେ ନିଯୁକ୍ତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।