Jeremiah 15:4 — Compare Translations

5 translations compared side by side

Odia - 1840
"କାରଣ ଯିହୁଦାର ରାଜା ହିଜକିଯଙ୍କର ପୁତ୍ର ମନଃଶି ୟିରୁଶାଲମ ରେ ଦୁଷ୍କର୍ମ କଲା, ଆମ୍ଭେ ସମାନଙ୍କେୁ ଯାହା କରିବା ସମଗ୍ର ପୃଥିବୀର ଲୋକେ ଭୟଭୀତ ହାଇଯେିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯିହୁଦାର ରାଜା ହିଜକିୟଙ୍କର ପୁତ୍ର ମନଃଶି ଯିରୁଶାଲମରେ ଦୁଷ୍କର୍ମ କଲା, ଆମ୍ଭେ ସେମାନଙ୍କୁ ଯାହା କରିବା ସମଗ୍ର ପୃଥିବୀର ଲୋକେ ଭୟଭୀତ ହୋଇଯିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।