Jeremiah 15:5 — Compare Translations

5 translations compared side by side

Odia - 1840
"କାରଣ ହେ ୟିରୁଶାଲମ, କିଏ ତୁମ୍ଭକୁ ଦୟା କରିବ? କିଏ ତୁମଲାଗି କାନ୍ଦିବ? ତୁମ୍ଭର କୁଶଳତା ବିଷଯ ପଚାରିବା ପାଇଁ କିଏ ତୁମ୍ଭ ପାଖକୁ ଆସିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ କତିକି ଆସିବ?
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ହେ ଯିରୁଶାଲମ, କିଏ ତୁମ୍ଭକୁ ଦୟା କରିବ? କିଏ ତୁମଲାଗି କାନ୍ଦିବ? ତୁମ୍ଭର କୁଶଳତା ବିଷୟ ପଗ୍ଭରିବା ପାଇଁ କିଏ ତୁମ୍ଭ ପାଖକୁ ଆସିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?”