Jeremiah 15:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ହେ ୟିରୁଶାଲମ, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିଅଛ, ତୁମ୍ଭେ ପଛକୁ ହଟି ୟାଇଅଛ। ଏ ନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ। ଆମ୍ଭେ କ୍ଷମା କରି କ୍ଲାନ୍ତ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳା; ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ହେ ଯିରୁଶାଲମ, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ। ଏ ନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ। ଆମ୍ଭେ କ୍ଷମା କରି କ୍ଳାନ୍ତ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।