Jeremiah 15:7 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେୁ ଦେଶର ପୁରଦ୍ବାର ସମୂହ ରେ କୁଲା ରେ ପାଛୁଡ଼ି ଅଛୁ। ଆମ୍ଭେ ସମାନଙ୍କେୁ ସନ୍ତାନ ସନ୍ତତି ବିହୀନ କରିଅଛୁ। ଆମ୍ଭେ ସମାନଙ୍କେୁ ବିନାଶ କରିଅଛୁ। ସମାନେେ ଆପଣା ଆପଣା ପଥରୁ ଫରେି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାର ସମୂହରେ କୁଲାରେ ପାଛୁଡ଼ି ଅଛୁ। ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ। ଆମ୍ଭେ ସେମାନଙ୍କୁ ବିନାଶ କରିଅଛୁ। ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।