Jeremiah 15:8 — Compare Translations

5 translations compared side by side

Odia - 1840
"ମାେ ଉପସ୍ଥିତି ରେ ସମାନଙ୍କେର ବିଧବାମାନେ ସମୁଦ୍ରର ବାଲି ପରି ବହୁ ସଂଖ୍ଯକ ହବେେ। ମୁଁ ୟୁବକମାନଙ୍କର ମାତାମାନଙ୍କ ନିକଟକୁ ମଧ୍ଯାହ୍ନ ରେ ଏକ ବିନାଶକ ଆଣିବି, ସମାନେେ ହଠାତ୍ ଭୟ ଓ ଆତଙ୍କିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକୁ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଉପସ୍ଥିତିରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ପରି ବହୁସଂଖ୍ୟକ ହେବେ। ମୁଁ ଯୁବକମାନଙ୍କର ମାତାମାନଙ୍କ ନିକଟକୁ ମଧ୍ୟାହ୍ନରେ ଏକ ବିନାଶକ ଆଣିବି, ସେମାନେ ହଠାତ୍ ଭୟ ଓ ଆତଙ୍କିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।
Odia IRV 2017 (ଓଡିଆ ବାଇବେଲ)