Jeremiah 16:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେୁ ଉତ୍ତର ରେ କହିବ, ସଦାପ୍ରଭୁ କହନ୍ତି, 'ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ଯାଗ କରିଅଛନ୍ତି।' ପୁଣି 'ଅନ୍ୟ ଦବେତାମାନଙ୍କର ପଶ୍ଚାତଗମନ କରି ସମାନଙ୍କେର ସବୋ କରିଅଛନ୍ତି ଓ ସମାନଙ୍କେର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ଯାଗ କରି ଆମ୍ଭର ବ୍ଯବସ୍ଥା ପାଳନ କରିନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କୁ ଉତ୍ତରରେ କହିବ, ସଦାପ୍ରଭୁ କହନ୍ତି, ‘ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି।’ ପୁଣି ‘ଅନ୍ୟ ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।