Jeremiah 16:12 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭମାନେେ ନିଜ ନିଜ ଦୁଷ୍ଟାନ୍ତଃକରଣ ରେ ଅବାଧ୍ଯ ହାଇେ ମନ୍ଦ ଆଚରଣ କରୁଅଛ ଓ ମାେ ଆଜ୍ଞା ପାଳନ କରୁ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭେମାନେ ନିଜ ନିଜ ଦୁଷ୍ଟାନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କରୁଅଛ ଓ ମୋ’ ଆଜ୍ଞା ପାଳନ କରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;