Jeremiah 16:13 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶ ରେ ନିକ୍ଷପେ କରିବା। ଆଉ ସଠାେ ରେ ତୁମ୍ଭମାନେେ ଦିବାରାତ୍ର ଅନ୍ୟ ଦବଗେଣର ସବୋ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାୟ୍ଯ ବା ଅନୁଗ୍ରହ କରିବା ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶରେ ନିକ୍ଷେପ କରିବା। ଆଉ ସେଠାରେ ତୁମ୍ଭେମାନେ ଦିବାରାତ୍ରି ଅନ୍ୟ ଦେବଗଣର ସେବା କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାଯ୍ୟ ବା ଅନୁଗ୍ରହ କରିବା ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।”