Jeremiah 16:14 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ କହନ୍ତି, ' ଦେଖ, ଇଶ୍ରାୟେଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,' ସହେି ସମୟ ଆସୁଛି। ସହେି ଜୀବିତ ସଦାପ୍ରଭୁଙ୍କ ବିଷଯ ରେ, ଲୋକମାନେ ଏହି କଥା କହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,’ ସେହି ସମୟ ଆସୁଛି।” ସେହି ଜୀବିତ ସଦାପ୍ରଭୁଙ୍କ ବିଷୟରେ, “ଲୋକମାନେ ଏହି କଥା କହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ‘ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ,” ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;