Jeremiah 16:17 — Compare Translations
5 translations compared side by side
Odia - 1840
"କାରଣ ସମାନଙ୍କେର ସମସ୍ତ କାର୍ୟ୍ଯ ରେ ଆମ୍ଭର ଦୃଷ୍ଟି ଅଛି। ସମାନଙ୍କେର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସମାନଙ୍କେର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନଙ୍କର ସମସ୍ତ କାର୍ଯ୍ୟରେ ଆମ୍ଭର ଦୃଷ୍ଟି ଅଛି। ସେମାନଙ୍କର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସେମାନଙ୍କର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।