Jeremiah 16:18 — Compare Translations
5 translations compared side by side
Odia - 1840
"ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦେବା। କାରଣ ସେମାନେ ନିଜ ନିଜର ଘୃଣ୍ୟବସ୍ତୁ ସ୍ୱରୂପ ଶବରେ ଆମ୍ଭର ଦେଶକୁ ‘ଅପବିତ୍ର’ କରିଅଛନ୍ତି। ସେମାନେ ଆମ୍ଭ ଦେଶକୁ ‘ଅଶୁଚି’ କରିଅଛନ୍ତି ଓ ନିଜର ଘୃଣ୍ୟକର୍ମରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”