Jeremiah 16:19 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦରେ ମୋର ଆଶ୍ରୟ ସ୍ୱରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”