Jeremiah 16:2 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ତୁମ୍ଭର ଏହି ସ୍ଥାନ ରେ ବିବାହ କରିବା ଉଚିତ୍ ନୁହଁ, କିଅବା ପୁତ୍ର କନ୍ଯା ଜନ୍ମ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ର- କନ୍ୟା ଜାତ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭର ଏହି ସ୍ଥାନରେ ବିବାହ କରିବା ଉଚିତ୍ ନୁହଁ, କିଅବା ପୁତ୍ରକନ୍ୟା ଜନ୍ମ କରିବା ଉଚିତ୍ ନୁହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।”