Jeremiah 16:20 — Compare Translations
5 translations compared side by side
Odia - 1840
"ମନୁଷ୍ଯ କ'ଣ ଆପଣା ନିମନ୍ତେ ପରମେଶ୍ବର ନିର୍ମାଣ କରିପାରିବ? ନା, ସେ ପ୍ରତିମା ନିର୍ମାଣ କରିବ, ମାତ୍ର ଏହା ପ୍ରକୃତ ପରମେଶ୍ବର ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ଵର ନିର୍ମାଣ କରିବ? ସେ ତ ଈଶ୍ଵର ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ କ’ଣ ଆପଣା ନିମନ୍ତେ ପରମେଶ୍ୱର ନିର୍ମାଣ କରି ପାରିବ? ନା, ସେ ପ୍ରତିମା ନିର୍ମାଣ କରିବ, ମାତ୍ର ଏହା ପ୍ରକୃତ ପରମେଶ୍ୱର ନୁହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।