Jeremiah 16:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ତେଣୁ ଆମ୍ଭେ ସମାନଙ୍କେୁ ଜଣାଇବା। ବର୍ତ୍ତମାନରୁ ସମାନଙ୍କେୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହା ହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ତେଣୁ ଆମ୍ଭେ ସେମାନଙ୍କୁ ଜଣାଇବା। ବର୍ତ୍ତମାନରୁ ସେମାନଙ୍କୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହାହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସେମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।