Jeremiah 16:3 — Compare Translations

5 translations compared side by side

Odia - 1840
"କାରଣ ଏହି ସ୍ଥାନ ରେ ଜନ୍ମ ନଇେଥିବା ପୁତ୍ର-କନ୍ଯାମାନଙ୍କ ସମ୍ବନ୍ଧ ରେ, ସମାନଙ୍କେର ପ୍ରସବକାରିଣୀ ମାତାମାନଙ୍କ ବିଷଯ ରେ ଓ ସମାନଙ୍କେ ଜନ୍ମଦାତା ପିତୃଗଣଙ୍କ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହି ସ୍ଥାନରେ ଜନ୍ମ ନେଇଥିବା ପୁତ୍ର-କନ୍ୟାମାନଙ୍କ ସମ୍ବନ୍ଧରେ, ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ ଓ ସେମାନଙ୍କ ଜନ୍ମଦାତା ପିତୃଗଣଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।