Jeremiah 16:4 — Compare Translations

5 translations compared side by side

Odia - 1840
" ସମାନେେ ଅତି ୟନ୍ତ୍ରଣାଦାୟକ ମୃତ୍ଯୁବରଣ କରିବେ। କହେି ସମାନଙ୍କେ ପାଇଁ ବିଳାପ କରିବେ ନାହିଁ। ସମାନଙ୍କେୁ କହେି କବର ଦବେେ ନାହିଁ। ସମାନଙ୍କେର ଶବ ଭୂମିରେ ଖତ ହବେ। ସମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ସଂହାରିତ ହବେେ। ସମାନଙ୍କେର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
“ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”