Jeremiah 16:5 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଏହି କଥା କହନ୍ତି, ହେ ଯିରିମିୟ, ତୁମ୍ଭେ ମୃତ୍ଯୁ ଶୋକ ପାଳିତ ହେଉଥିବା ଗୃହକୁ ୟାଅ ନାହିଁ। ତୁମ୍ଭେ ସମାନଙ୍କେୁ ବିଳାପ ଓ ଦୁଃଖ ଜଣାଇବାକୁ ୟାଅ ନାହିଁ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ଦୟା କାଢ଼ି ନଇେଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ-ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଏହି କଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ମୃତ୍ୟୁ ଶୋକ ପାଳିତ ହେଉଥିବା ଗୃହକୁ ଯାଅ ନାହିଁ। ତୁମ୍ଭେ ସେମାନଙ୍କୁ ବିଳାପ ଓ ଦୁଃଖ ଜଣାଇବାକୁ ଯାଅ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ଦୟା କାଢ଼ି ନେଇଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।