Jeremiah 16:6 — Compare Translations

5 translations compared side by side

Odia - 1840
"ଏହି ଦେଶ ରେ େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ମରିବେ। ସମାନଙ୍କେୁ କହେି କବର ଦବେେ ନାହିଁ କିଅବା ସମାନଙ୍କେ ପାଇଁ କହେି ବିଳାପ କରିବେ ନାହିଁ। ସମାନଙ୍କେ ପାଇଁ କହେି ଦୁଃଖ ରେ ଆପଣା ଶରୀର ରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;